ଜୁନ ୨୦ରୁ ରଥଯାତ୍ରା, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ଯ୍ୟକ୍ରମ ଚୂଡ଼ାନ୍ତ

ପୁରୀ: ଜୁନ ୨୦ରୁ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ କାର୍ଯ୍ୟକ୍ରମ ପ୍ରକାଶ ପାଇଛି । ସୂଚନା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟାରେ ରଥ କାଠ ଅନୁକୂଳ କରାଯିବ । ସେହିଦିନ ମଧ୍ୟ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଆରମ୍ଭ ହେବ । ସେହିଭଳି ମେ’ ୧୨ରେ ଭଉଁରୀ ଯାତ୍ରା ଏବଂ ଜୁନ ୪ରେ ସ୍ନାନ ଯାତ୍ରା ଓ ଗଜାନନ ବେଶ ଅନୁଷ୍ଠିତ ହେବ । ଏସବୁ ନେଇ ନୀତିକାନ୍ତି ସ୍ଥିର ହୋଇଛି ।

Leave a Reply

Your email address will not be published. Required fields are marked *